Biblia Todo Logo
Bib sou entènèt

- Piblisite -




ମାର୍କ 11:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ,ସେସବୁ ପାଇଅଛ ବୋଲି ବିଶ୍ଵାସ କର, ସେଥିରେ ସେହିସବୁ ପାଇବ।

Gade chapit la Kopi

ଓଡିଆ ବାଇବେଲ

24 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହି ସବୁ ପାଇବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ସେଥିପାଇଁ ମୁଁ କହୁଛି ପ୍ରାର୍ଥନା କରିବାବେଳେ ଯାହା ମାଗୁଛ, ତାହା ପାଇଯାଇଛ ବୋଲି ବିଶ୍ୱାସ କର, ତେବେ ତାହା ତୁମେ ନିଶ୍ଚୟ ପାଇବ।

Gade chapit la Kopi

ପବିତ୍ର ବାଇବଲ

24 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ପ୍ରାର୍ଥନା କଲାବେଳେ ଯାହା ମାଗୁଛ, ବିଶ୍ୱାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତେବେ ପ୍ରକୃତରେ ତାହା ତୁମ୍ଭେ ପାଇବ।

Gade chapit la Kopi




ମାର୍କ 11:24
14 Referans Kwoze  

ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”


ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।


ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ।


ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।


ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।


ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।


ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରିପାରେ, ଏଥିନିମନ୍ତେ ପ୍ରାର୍ଥନା କରୁ।


Swiv nou:

Piblisite


Piblisite