Biblia Todo Logo
Bib sou entènèt

- Piblisite -




ମାର୍କ 11:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପରେ ସେମାନେ ପୁନର୍ବାର ଯିରୂଶାଲମ ସହରକୁ ଆସିଲେ; ଆଉ ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପରେ ସେମାନେ ପୁନର୍ବାର ଯିରୂଶାଲମକୁ ଆସିଲେ; ଆଉ, ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,

Gade chapit la Kopi

ଓଡିଆ ବାଇବେଲ

27 ପରେ ସେମାନେ ପୁନର୍ବାର ଯିରୂଶାଲମକୁ ଆସିଲେ; ଆଉ ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ସେମାନେ ପୁନର୍ବାର ଯିରୂଶାଲମକୁ ଆସିଲେ। ଯୀଶୁ ମନ୍ଦିର ଭିତରେ ବୁଲୁଥିବା ସମୟରେ ମୁଖ୍ୟ ପୁରୋହିତ, ଧର୍ମଗୁରୁ ଓ ଇହୁଦୀ ଧର୍ମନେତାମାନେ ତାଙ୍କ ନିକଟକୁ ଆସି ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ

27 ଯୀଶୁ ଓ ତାହଙ୍କ ଶିଷ୍ୟମାନେ ପୁଣି ଯିରୁଶାଲମକୁ ଗଲେ। ଯୀଶୁ ମନ୍ଦିର ଭିତରେ ବୁଲୁଥିଲେ। ପ୍ରଧାନଯାଜକ ଧର୍ମଶାସ୍ତ୍ରୀ ପ୍ରାଚୀନ ଓ ଯିହୂଦୀ ନେତାମାନେ ତାହାଙ୍କ ପାଖକୁ ଆସିଲେ।

Gade chapit la Kopi




ମାର୍କ 11:27
10 Referans Kwoze  

ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ।


ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ।


ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା?


Swiv nou:

Piblisite


Piblisite