Biblia Todo Logo
Bib sou entènèt

- Piblisite -




ମାର୍କ 11:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା?

Gade chapit la Kopi

ଓଡିଆ ବାଇବେଲ

28 ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 “ଏସବୁ କାର୍ଯ୍ୟ କରିବା ପାଇଁ ତୁମର କି ଅଧିକାର ଅଛି? ଏ ଅଧିକାର ତୁମକୁ କିଏ ଦେଲା?”

Gade chapit la Kopi

ପବିତ୍ର ବାଇବଲ

28 ସେମାନେ ଯୀଶୁଙ୍କୁ କହିଲେ, “ଆମ୍ଭଙ୍କୁ କୁହ, କେଉଁ ଅଧିକାରରେ ତୁମ୍ଭେ ଏସବୁ କାମ କରୁଛ? ଏ ସବୁ କରିବାକୁ ତୁମ୍ଭକୁ କିଏ ଅଧିକାର ଦେଲା?”

Gade chapit la Kopi




ମାର୍କ 11:28
8 Referans Kwoze  

ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଅଛ?” ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”


ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।


ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।


ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”


ପରେ ସେମାନେ ପୁନର୍ବାର ଯିରୂଶାଲମ ସହରକୁ ଆସିଲେ; ଆଉ ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,


କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି।


Swiv nou:

Piblisite


Piblisite