Biblia Todo Logo
Bib sou entènèt

- Piblisite -




ମାର୍କ 11:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି।

Gade chapit la Kopi

ଓଡିଆ ବାଇବେଲ

29 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ଯୀଶୁ ଉତ୍ତର ଦେଲେ, “ତୁମ୍ଭମାନଙ୍କୁ ଗୋଟିଏ ମାତ୍ର ପ୍ରଶ୍ନ ପଚାରିବି। ଯଦି ତା’ର ଉତ୍ତର ଦେଇ ପାରିବ, ଏସବୁ କରିବା ପାଇଁ ମୋର କି ଅଧିକାର ଅଛି, ତାହା ତୁମ୍ଭମାନଙ୍କୁ କହିବି।

Gade chapit la Kopi

ପବିତ୍ର ବାଇବଲ

29 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ମୋ’ ପ୍ରଶ୍ନର ଉତ୍ତର ଦେଲେ ମୁଁ ତୁମ୍ଭମାନଙ୍କୁ କହିବି ଯେ, କେଉଁ ଅଧିକାରରେ ମୁଁ ଏସବୁ କାର୍ଯ୍ୟ କରୁଛି।

Gade chapit la Kopi




ମାର୍କ 11:29
5 Referans Kwoze  

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି।


ଦେଖ, ଆମ୍ଭର ଦାସ ସୁବିବେଚନାପୂର୍ବକ ବ୍ୟବହାର କରିବେ, ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହାମହିମ ହେବେ।


ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା?


ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ।”


Swiv nou:

Piblisite


Piblisite