Biblia Todo Logo
Bib sou entènèt

- Piblisite -




ମାର୍କ 11:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ଵର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ଵାସ କଲ ନାହିଁ?

Gade chapit la Kopi

ଓଡିଆ ବାଇବେଲ

31 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ସେମାନେ ପରସ୍ପର ଭିତରେ ତର୍କ କରିବାକୁ ଲାଗିଲେ, “ଏ କଥାର କି ଉତ୍ତର ଦେବା? ଯଦି କହିବା ‘ଈଶ୍ୱରଙ୍କଠାରୁ’, ଯୋହନଙ୍କୁ ଆମେ କାହିଁକି ବିଶ୍ୱାସ କଲୁ ନାହିଁ ବୋଳି ସେ ପଚାରିବେ।

Gade chapit la Kopi

ପବିତ୍ର ବାଇବଲ

31 ଯିହୂଦୀ ନେତାମାନେ ଯୀଶୁଙ୍କ ପ୍ରଶ୍ନ ଉପରେ ଆଲୋଚନା କଲେ। ସେମାନେ କୁହାକୁହି ହେଲେ, “ଆମ୍ଭେମାନେ ଯଦି କହିବା ଯେ, ‘ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା’, ତେବେ ଯୀଶୁ କହିବେ, ‘ତେବେ ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’

Gade chapit la Kopi




ମାର୍କ 11:31
11 Referans Kwoze  

ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ।


ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ବରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।


ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।


ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି।


ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ।”


ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ।


Swiv nou:

Piblisite


Piblisite