Biblia Todo Logo
Bib sou entènèt

- Piblisite -




ମାର୍କ 12:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?

Gade chapit la Kopi

ଓଡିଆ ବାଇବେଲ

11 ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସ୍ୱୟଂ ପ୍ରଭୁ ଏହା କହିଛନ୍ତି କେଡ଼େ ଚମକ୍ରାର ଏ କାର୍ଯ୍ୟ’!”

Gade chapit la Kopi

ପବିତ୍ର ବାଇବଲ

11 ପ୍ରଭୁ ତାହା କଲେ, ଏବଂ ଏହା ଆମ୍ଭ ପାଇଁ ଆଶ୍ଚର୍ଯ୍ୟଜନକ।’”

Gade chapit la Kopi




ମାର୍କ 12:11
13 Referans Kwoze  

ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।


ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହାଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ଆଉ, ସମସ୍ତେ ଆଚମ୍ଭିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କଅଣ?


ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ‘ପରମେଶ୍ୱର କି କର୍ମ କରିଅଛନ୍ତି!’


ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।


ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।


ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’


Swiv nou:

Piblisite


Piblisite