ମାର୍କ 12:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, “କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ମୁଦ୍ରା ମୋʼ ପାଖକୁ ଆଣ, ମୁଁ ତାହା ଦେଖେ।” Gade chapit laପବିତ୍ର ବାଇବଲ (Re-edited) - (BSI)15 ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ସେ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ଅଧୁଲି ମୋʼ ପାଖକୁ ଆଣ, ମୁଁ ତାହା ଦେଖେ। Gade chapit laଓଡିଆ ବାଇବେଲ15 ଆମ୍ଭେମାନେ ଦେବା କି ନାହିଁ ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ ? ଗୋଟିଏ ମୁଦ୍ରା ମୋ' ପାଖକୁ ଆଣ, ମୁଁ ତାହା ଦେଖେ । Gade chapit laପବିତ୍ର ବାଇବଲ (CL) NT (BSI)15 ଯୀଶୁ ସେମାନଙ୍କ ଛଳନା ବୁଝିପାରି କହିଲେ, “ମୋତେ ଫାନ୍ଦରେ ପକାଇବାକୁ କାହିଁକି ଚେଷ୍ଟା କରୁଛ? ଗୋଟଏ ରୌପ୍ୟମୁଦ୍ରା ଆଣ, ମୁଁ ଦେଖେ।” Gade chapit laପବିତ୍ର ବାଇବଲ15 ଯୀଶୁ ସେମାନଙ୍କ ଗ୍ଭଲ୍ବାଜି ବୁଝିଗଲେ। ସେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ମୋତେ ଭଲ କଥା କହି କାହିଁକି ଫାନ୍ଦରେ ପକାଇବାକୁ ଚେଷ୍ଟା କରୁଛ? ମୋ’ ପାଖକୁ ରୂପାଟଙ୍କାଟିଏ ଆଣ, ମୁଁ ତାକୁ ଦେଖେ।” Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।