Biblia Todo Logo
Bib sou entènèt

- Piblisite -




ମାର୍କ 12:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଥିଉତ୍ତାରେ ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,

Gade chapit la Kopi

ଓଡିଆ ବାଇବେଲ

18 ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ମୃତବ୍ୟକ୍ତିମାନଙ୍କ ପୁନରୁତ୍ଥାନରେ ବିଶ୍ୱାସ କରୁ ନ ଥିବା ସାଦ୍ଦୁକୀଦଳର କେତେଜଣ ଆସି ଯୀଶୁଙ୍କୁ ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ

18 ତା'ପରେ କେତେକ ସାଦ୍ଦୂକୀ ତାହାଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ଦାବୀ କରନ୍ତି ଯେ, ମଣିଷ ମୃତ୍ୟୁପରେ ପୁନରୁ‌ତ୍‌ଥାନ ହେବ ନାହିଁ।

Gade chapit la Kopi




ମାର୍କ 12:18
6 Referans Kwoze  

ସେମାନେ ପୁନରୁତ୍ଥାନ ହୋଇଗଲାଣି ବୋଲି କହି ସତ୍ୟଭ୍ରଷ୍ଟ ହୋଇଅଛନ୍ତି, ପୁଣି, କେତେକଙ୍କର ବିଶ୍ୱାସ ଓଲଟାଇ ପକାଉଅଛନ୍ତି।


Swiv nou:

Piblisite


Piblisite