ମାର୍କ 12:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ। Gade chapit laଓଡିଆ ବାଇବେଲ2 ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ । Gade chapit laପବିତ୍ର ବାଇବଲ (CL) NT (BSI)2 ଯେତେବେଳେ ଦ୍ରାକ୍ଷା ଆଦାୟ କରିବାର ସମୟ ଆସିଲା, ନିଜର ଭାଗ ଆଦାୟ କରିବା ପାଇଁ ଜଣେ ଦାସୀକୁ ସେମାନଙ୍କ ନିକଟକୁ ପଠାଇଲେ। Gade chapit laପବିତ୍ର ବାଇବଲ2 “ପରେ ଯେତେବେଳେ ଦ୍ରାକ୍ଷା ତୋଳିବା ବେଳ ଆସିଲା, ସେତେବେଳେ ସେ ତାହାଙ୍କର ଜଣେ ଗ୍ଭକରକୁ ଦ୍ରାକ୍ଷାରୁ ତାହାଙ୍କର ନିଜ ଭାଗ ଆଣିବା ପାଇଁ କୃଷକମାନଙ୍କ ପାଖକୁ ପଠାଇଲା। Gade chapit la |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”