Biblia Todo Logo
Bib sou entènèt

- Piblisite -




ମାର୍କ 12:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକି ବିବାହ କଲା ଓ ନିଃସନ୍ତାନ ହୋଇ ମଲା;

Gade chapit la Kopi

ଓଡିଆ ବାଇବେଲ

20 ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଏକଦା ସାତଜଣ ଭାଇ ଥିଲେ। ଜ୍ୟେଷ୍ଠ ଭାଇ ବିବାହ କରି ନିଃସନ୍ତାନ ହୋଇ ମରିଗଲା।

Gade chapit la Kopi

ପବିତ୍ର ବାଇବଲ

20 ଥରେ ସାତ ଭାଇ ଥିଲେ। ସବୁଠାରୁ ବଡ଼ ଭାଇ ବିବାହ କଲା। କିନ୍ତୁ କୌଣସି ପିଲାପିଲି ନ ଥାଇ ସେ ମରିଗଲା।

Gade chapit la Kopi




ମାର୍କ 12:20
4 Referans Kwoze  

ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି, ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।


ପରେ ଦ୍ୱିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା,


Swiv nou:

Piblisite


Piblisite