ମାର୍କ 12:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ। Gade chapit laଓଡିଆ ବାଇବେଲ23 ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)23 ଶେଷରେ ସ୍ତ୍ରୀ ଲୋକଟି ମଧ୍ୟ ମରିଗଲା। ଏବେ କହନ୍ତୁ, ପୁନରୁତ୍ଥାନ ଦିବସରେ, ଯେତେବେଳେ ମୃତମାନେ ପୁନର୍ଜୀବିତ ହୋଇ ଉଠିବେ, ସେହି ସ୍ତ୍ରୀ ଲୋକଟି କାହାର ପତ୍ନୀ ହେବ? ସାତଜଣଯାକ ତ ତାକୁ ବିବାହ କରିଥିଲେ।” Gade chapit laପବିତ୍ର ବାଇବଲ23 କିନ୍ତୁ ସାତ ଭାଇଯାକ ତାକୁ ବିବାହ କରିଥିଲେ। ତେବେ ପୁନରୁତ୍ଥାନ ସମୟରେ, ସେହି ସ୍ତ୍ରୀଟି କାହାର ପତ୍ନୀ ହେବ?” Gade chapit la |