ମାର୍କ 12:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯୀଶୁ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ? Gade chapit laପବିତ୍ର ବାଇବଲ (Re-edited) - (BSI)24 ଯୀଶୁ ସେମାନଙ୍କୁ କହିଲେ, ଧର୍ମଶାସ୍ତ୍ର, ପୁଣି ଈଶ୍ଵରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ? Gade chapit laଓଡିଆ ବାଇବେଲ24 ଯୀଶୁ ସେମାନଙ୍କୁ କହିଲେ, ଧର୍ମଶାସ୍ତ୍ର ପୁଣି, ଈଶ୍ୱରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ ? Gade chapit laପବିତ୍ର ବାଇବଲ (CL) NT (BSI)24 ଯୀଶୁ ଉତ୍ତର ଦେଲେ, “ତୁମ୍ଭମାନଙ୍କର କେଡ଼େ ଭ୍ରାନ୍ତ ଧାରଣା ଅଛି। ଧର୍ମଶାସ୍ତ୍ର ଓ ଈଶ୍ୱରଙ୍କ ଶକ୍ତି ବିଷୟରେ ତୁମେ କିଛି ଜାଣ ନାହିଁ। Gade chapit laପବିତ୍ର ବାଇବଲ24 ଯୀଶୁ କହିଲେ, “ସବୁ ଶାସ୍ତ୍ର କ’ଣ କହେ, ପରମେଶ୍ୱରଙ୍କ ଶକ୍ତି ବିଷୟରେ ତାହା ତୁମ୍ଭେମାନେ ଜାଣି ନାହଁ କି? ତେଣୁ ତୁମ୍ଭେମାନେ ଭ୍ରମରେ ପଡ଼ିଥାଅ। Gade chapit la |