ମାର୍କ 12:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେ ମୃତମାନଙ୍କର ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର। ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ।” Gade chapit laପବିତ୍ର ବାଇବଲ (Re-edited) - (BSI)27 ସେ ମୃତମାନଙ୍କର ଈଶ୍ଵର ନୁହନ୍ତି, ମାତ୍ର ଜୀବିତମାନଙ୍କର। ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ। Gade chapit laଓଡିଆ ବାଇବେଲ27 ସେ ମୃତମାନଙ୍କର ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର । ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ । Gade chapit laପବିତ୍ର ବାଇବଲ (CL) NT (BSI)27 ସେ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ସେ ଜୀବିତମାନଙ୍କ ଈଶ୍ୱର। ତୁମ୍ଭେମାନେ ଏକାବେଳକେ ଭ୍ରାନ୍ତ।” Gade chapit laପବିତ୍ର ବାଇବଲ27 ଯଦି ପରମେଶ୍ୱର କହିଛନ୍ତି ଯେ, ସେ ସେମାନଙ୍କର ପରମେଶ୍ୱର, ତେବେ ପ୍ରକୃତରେ ଏ ଲୋକମାନେ ମୃତ ନୁହନ୍ତି। କାରଣ ସେ ମୃତମାନଙ୍କର ପରମେଶ୍ୱର ନୁହନ୍ତି ବରଂ ସେ ଜୀବିତମାନଙ୍କର ପରମେଶ୍ୱର। ହେ ସାଦ୍ଦୂକୀମାନେ, ତୁମ୍ଭେମାନେ ବଡ଼ ଭ୍ରମରେ ପଡ଼ିଛ।” Gade chapit la |