Biblia Todo Logo
Bib sou entènèt

- Piblisite -




ମାର୍କ 12:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଯୀଶୁ ଉତ୍ତର ଦେଲେ, “ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଏକମାତ୍ର ପ୍ରଭୁ ଅଟନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ଵର ଏକମାତ୍ର ପ୍ରଭୁ ଅଟନ୍ତି;

Gade chapit la Kopi

ଓଡିଆ ବାଇବେଲ

29 ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଏକମାତ୍ର ପ୍ରଭୁ ଅଟନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ଯୀଶୁ ଉତ୍ତର ଦେଲେ, “ଇଶ୍ରାୟେଲୀୟ ଲୋକମାନେ ଶୁଣ - ସବୁଠାରୁ ଶ୍ରେଷ୍ଠ ଆଜ୍ଞାଟି ହେଉଛି, ‘ଆମ୍ଭମାନଙ୍କ ପ୍ରଭୁ ଈଶ୍ୱର ଏକମାତ୍ର ପ୍ରଭୁ।

Gade chapit la Kopi

ପବିତ୍ର ବାଇବଲ

29 ଯୀଶୁ ଉତ୍ତର ଦେଲେ, “ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ଏହି ପ୍ରକାରର: ‘ହେ ଇସ୍ରାଏଲ, ଶୁଣ। ଆମ୍ଭ ପ୍ରଭୁ ପରମେଶ୍ୱର ଏକମାତ୍ର ପ୍ରଭୁ।

Gade chapit la Kopi




ମାର୍କ 12:29
16 Referans Kwoze  

ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।


ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।


ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ବର ଏକ।


କାରଣ ଈଶ୍ବର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ।


ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍‍।


ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ।


ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି।


କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;


ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ,


ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି।


ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।


ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,


ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ, ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ।


କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।


Swiv nou:

Piblisite


Piblisite