Biblia Todo Logo
Bib sou entènèt

- Piblisite -




ମାର୍କ 12:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ‘ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଆଉ, ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରେମ କର।

Gade chapit la Kopi

ଓଡିଆ ବାଇବେଲ

30 ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ପ୍ରଭୁ ଈଶ୍ୱରଙ୍କୁ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା, ସମ୍ପୂର୍ଣ୍ଣ ମନ, ଶକ୍ତି ସାମର୍ଥ୍ୟ ଦେଇ ପ୍ରେମ, ଭକ୍ତି କର।’

Gade chapit la Kopi

ପବିତ୍ର ବାଇବଲ

30 ସମସ୍ତ ହୃଦୟରେ ସମସ୍ତ ଆତ୍ମାରେ, ସମସ୍ତ ମନରେ ଓ ସମସ୍ତ ଶକ୍ତିରେ ତୁମ୍ଭେ ଆପଣା ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର।’

Gade chapit la Kopi




ମାର୍କ 12:30
2 Referans Kwoze  

ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।


ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।


Swiv nou:

Piblisite


Piblisite