Biblia Todo Logo
Bib sou entènèt

- Piblisite -




ମାର୍କ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେହି ବ୍ୟକ୍ତି କୃଷକମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ଡ ଫଟାଇଦେଲେ ଓ ତାହାକୁ ଅପମାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ପୁଣି ସେମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ତ ଫଟାଇଦେଲେ ଓ ତାହାକୁ ଅପମାନ କଲେ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ସେହି ବ୍ୟକ୍ତି କୃଷକମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ଡ ଫଟାଇଦେଲେ ଓ ତାହାକୁ ଅପମାନ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 କ୍ଷେତର ମାଲିକ ଆଉ ଜଣେ ଦାସକୁ ପଠାଇଲେ। ଚାଷୀମାନେ ତା’ ପ୍ରତି ମଧ୍ୟ ଦୁର୍ବ୍ୟବହାର କଲେ ଏବଂ ମାଡ଼ ଦେଇ ତା’ ମୁଣ୍ଡ ଫଟାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ସେହି ଲୋକଟି ଆଉ ଜଣେ ଗ୍ଭକରକୁ ସେମାନଙ୍କ ପାଖକୁ ପଠାଇଲା। ସେମାନେ ଏହି ଗ୍ଭକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ।

Gade chapit la Kopi




ମାର୍କ 12:4
5 Referans Kwoze  

କିନ୍ତୁ ସେମାନେ ତାହାକୁ ଧରି ପ୍ରହାର କଲେ ଓ ଶୂନ୍ୟ ହସ୍ତରେ ଫେରାଇଦେଲେ।


ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ। ସେଥିରେ ସେହି ବ୍ୟକ୍ତି ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ।


ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ;


ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।


ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ।


Swiv nou:

Piblisite


Piblisite