Biblia Todo Logo
Bib sou entènèt

- Piblisite -




ମାର୍କ 12:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ତାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛିନ୍ତ

Gade chapit la Kopi

ଓଡିଆ ବାଇବେଲ

43 ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଏହି ଗରିବ ବିଧବାର ଦାନ ଅନ୍ୟ ସମସ୍ତେ ଦେଇଥିବା ଧନଠାରୁ ଅଧିକ।

Gade chapit la Kopi

ପବିତ୍ର ବାଇବଲ

43 ତା'ପରେ ଯୀଶୁ ନିଜ ଶିଷ୍ୟମାନଙ୍କୁ ପାଖକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହି ସମସ୍ତ ଧନୀ ଲୋକମାନେ ଦେଇଥିବା ଦାନଠାରୁ ଏହି ଗରିବ ବିଧବାଟି ପ୍ରକୃତରେ ବହୁତ ଅଧିକ ଦେଇଛି।

Gade chapit la Kopi




ମାର୍କ 12:43
9 Referans Kwoze  

ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।


ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,


କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।


ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।”


ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା।


କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।”


ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ନିଯୁକ୍ତ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।


Swiv nou:

Piblisite


Piblisite