Biblia Todo Logo
Bib sou entènèt

- Piblisite -




ମାର୍କ 12:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।

Gade chapit la Kopi

ଓଡିଆ ବାଇବେଲ

44 କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହି ସବୁ ପକାଇଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ଧନୀ ଲୋକମାନେ ସେମାନଙ୍କର ବଳକା ଧନରୁ ଦେଇଛନ୍ତି, କିନ୍ତୁ ଏହି ସ୍ତ୍ରୀ ଲୋକଟି ତା’ର ଦାରିଦ୍ର୍ୟ ସତ୍ତେ୍ୱ ତା’ ପାଖରେ ଯାହା କିଛି ସମ୍ବଳ ଥିଲା, ସବୁ ଦେଇ ଦେଇଛି।”

Gade chapit la Kopi

ପବିତ୍ର ବାଇବଲ

44 କାରଣ ଧନୀ ଲୋକମାନଙ୍କ ପାଖରେ ପ୍ରଚୁର ଅଛି। ସେମାନେ ତାହାଙ୍କର ଦରକାର ନ ଥିବା ବଳକା ଅର୍ଥରୁ ହିଁ ଦାନ ଦେଇଛନ୍ତି। କିନ୍ତୁ ଏହି ବିଧବାଟି ବହୁତ ଗରିବ। ଏହି ଗରିବଟି ନିକଟରେ ଯାହା ଥିଲା, ସେ ସବୁତକ ଦାନ ସ୍ୱରୂପ ଦେଇ ଦେଇଛି। ତା'ର ଚଳିବା ପାଇଁ ସେତିକି ମାତ୍ର ସମ୍ବଳ ଥିଲା।”

Gade chapit la Kopi




ମାର୍କ 12:44
16 Referans Kwoze  

କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?


ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି।


କେହି ଚକି ବା ଚକିର ଉପର-ପଟ ବନ୍ଧକ ରଖିବ ନାହିଁ; ତାହା କଲେ, ମନୁଷ୍ୟର ପ୍ରାଣ ବନ୍ଧକ ରଖିବାର ହୁଏ।


କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସବୁ ଧନ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ହୃଷ୍ଟ ପୃଷ୍ଟ ପଶୁଟି ମାରିଲ।


ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ। ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ।


ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ ସମସ୍ତ ପୁଞ୍ଜି ସୁସ୍ଥ ହେବା ପାଇଁ ବୈଦ୍ୟମାନଙ୍କଠାରେ ଖର୍ଚ୍ଚ କରିଥିଲା କିନ୍ତୁ ସୁସ୍ଥ ହୋଇପାରି ନ ଥିଲା,


ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି;


Swiv nou:

Piblisite


Piblisite