ମାର୍କ 12:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ। Gade chapit laଓଡିଆ ବାଇବେଲ7 ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ । Gade chapit laପବିତ୍ର ବାଇବଲ (CL) NT (BSI)7 କିନ୍ତୁ ସେହି ଚାଷୀମାନେ ପରସ୍ପରକୁ କହିଲେ, “ଏ ମାଲିକର ଉତ୍ତରାଧିକାରୀ। ଆସ ତାକୁ ମାରିଦେବା ତା’ହେଲେ ମାଲିକର ସମ୍ପତ୍ତି ଆମ ହାତକୁ ଆସିବ।” Gade chapit laପବିତ୍ର ବାଇବଲ7 “କିନ୍ତୁ କୃଷକମାନେ କୁହାକୁହି ହେଲେ, ‘ଏହି ଲୋକଟି ବଗିଗ୍ଭ ମାଲିକର ପୁଅ। ବଗିଗ୍ଭର ସେ ଉତ୍ତରାଧିକାରୀ। ଆମ୍ଭେମାନେ ତାକୁ ମାରିଦେଲେ ବଗିଗ୍ଭଟି ଆମ୍ଭର ହୋଇଯିବ’। Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”