Biblia Todo Logo
Bib sou entènèt

- Piblisite -




ମାର୍କ 12:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କଅଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କଅଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ।

Gade chapit la Kopi

ଓଡିଆ ବାଇବେଲ

9 ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କ'ଣ କରିବେ ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯୀଶୁ ପଚାରିଲେ, “କହିଲ ଦେଖି, ଏହା ପରେ ସେହି ଦ୍ରାକ୍ଷାକ୍ଷେତର ମାଲିକ କ’ଣ କରିଥିବେ? ସେ ଆସି ନିଶ୍ଚୟ ସେହି ଚାଷୀମାନଙ୍କୁ ଜୀବନରେ ମାରି ପକାଇ କ୍ଷେତଟିକୁ ଅନ୍ୟ ଚାଷୀମାନଙ୍କୁ ଦେଇଥିବେ।

Gade chapit la Kopi

ପବିତ୍ର ବାଇବଲ

9 “ଏବେ ଦ୍ରାକ୍ଷାକ୍ଷେତ୍ରର ମାଲିକ କ’ଣ କରିବ? ସେ ଆସି ସେହି କୃଷକମାନଙ୍କୁ ମାରି ପକାଇବ ଓ ଦ୍ରାକ୍ଷାକ୍ଷେତ୍ରକୁ ଅନ୍ୟ କୃଷକମାନଙ୍କୁ ଦେଇଦେବ।

Gade chapit la Kopi




ମାର୍କ 12:9
33 Referans Kwoze  

ତାହା ପରେ ଯିଶାଇୟ ସାହସରେ କହନ୍ତି, “ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”


କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”


ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।


କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ।


ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ। ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ।”


କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।


ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା।


ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;


ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ହେବ ନାହିଁ?


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।


ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।


ସେଥିରେ ସେମାନେ ତାହାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ।


ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;


Swiv nou:

Piblisite


Piblisite