Biblia Todo Logo
Bib sou entènèt

- Piblisite -




ମାର୍କ 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କିନ୍ତୁ ସେ ଯାହା ହେଉନା କାହିଁକି, ଅନ୍ତିମକାଳ ଆସିବା ପୂର୍ବରୁ ସବୁ ଜାତିର ଲୋକଙ୍କ ନିକଟରେ ଏହି ସୁସମାଚାର ନିଶ୍ଚିତ ଭାବରେ ପ୍ରଚାରିତ ହେବ।

Gade chapit la Kopi

ପବିତ୍ର ବାଇବଲ

10 କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ସବୁ ଜାତିର ଲୋକଙ୍କଠାରେ ସୁସମାଗ୍ଭର ପ୍ରକାଶ୍ୟରେ ପ୍ରଗ୍ଭରିତ କରାହେବ।

Gade chapit la Kopi




ମାର୍କ 13:10
10 Referans Kwoze  

ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ।


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।


ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,


ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।


କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”


ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି।


ନୀନିବୀ ସହରର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।


Swiv nou:

Piblisite


Piblisite