Biblia Todo Logo
Bib sou entènèt

- Piblisite -




ମାର୍କ 13:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି।

Gade chapit la Kopi

ଓଡିଆ ବାଇବେଲ

23 କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ତୁମ୍ଭେମାନେ ସାବଧାନ ରୁହ। ଏ ସମସ୍ତ ଘଟିବା ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଜଣାଇ ଦେଉଛି।

Gade chapit la Kopi

ପବିତ୍ର ବାଇବଲ

23 ତେଣୁ ସାବଧାନ ରହିବ। ଏ ସବୁ ଘଟିବାର ଯଥେଷ୍ଟ ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଚେତେଇ ଦେଉଛି।

Gade chapit la Kopi




ମାର୍କ 13:23
13 Referans Kwoze  

ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,


ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି।


ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।


ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।


“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;


ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ।


କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।


ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!


ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି।


ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।


“ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ‘ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,


Swiv nou:

Piblisite


Piblisite