Biblia Todo Logo
Bib sou entènèt

- Piblisite -




ମାର୍କ 13:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ନକ୍ଷତ୍ରମାଳା ଆକାଶରୁ ସ୍ଖଳିତ ହେବାକୁ ଲାଗିବେ ଓ ଆକାଶମଣ୍ତଳସ୍ଥ ଶକ୍ତି ସମୂହ ବିଚଳିତ ହେବେ।

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ନକ୍ଷତ୍ରମାନେ ଆକାଶରୁ ଖସ ପଡ଼ିବେ ଏବଂ ମହାଶୂନ୍ୟର ଗ୍ରହ ଉପଗ୍ରହ କକ୍ଷଚ୍ୟୁତ ହେବେ।

Gade chapit la Kopi

ପବିତ୍ର ବାଇବଲ

25 ଆକାଶରୁ ତାରାମାନେ ଖସି ପଡ଼ିବେ, ଆକାଶରେ ନକ୍ଷତ୍ର ମଣ୍ଡଳର ମହାଶକ୍ତିଗୁଡ଼ିକ ଦୋହଲି ଯିବ।’

Gade chapit la Kopi




ମାର୍କ 13:25
4 Referans Kwoze  

ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।


ପ୍ରବଳ ବାୟୁ ଆଘାତରେ ଡିମ୍ବିରିବୃକ୍ଷରୁ ଯେପରି ଅପକ୍ୱ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ,


ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା।


“ମାତ୍ର ସେହି ସମୟର କଷ୍ଟ ପରେ ‘ହଠାତ୍‍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।’


Swiv nou:

Piblisite


Piblisite