ମାର୍କ 13:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ। Gade chapit laଓଡିଆ ବାଇବେଲ26 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମରେ ଓ ମହାମହିମା ସହ ମେଘମାଳାରେ ଆଗମନ କରିବା ଦେଖିବେ । Gade chapit laପବିତ୍ର ବାଇବଲ (CL) NT (BSI)26 ସେତେବେଳେ ମନୁଷ୍ୟପୁତ୍ର ଗୌରବ ଓ ମହାପରାକ୍ରମରେ ମେଘମାଳାରେ ଆସିବେ। Gade chapit laପବିତ୍ର ବାଇବଲ26 “ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାଶକ୍ତି ଓ ମହିମା ସହିତ ମେଘମାଳା ମଧ୍ୟରେ ଆସିବାର ଦେଖିବେ। Gade chapit la |