ମାର୍କ 13:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 “ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; Gade chapit laପବିତ୍ର ବାଇବଲ (Re-edited) - (BSI)28 ଡିମିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; Gade chapit laଓଡିଆ ବାଇବେଲ28 ଡିମ୍ବିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ; Gade chapit laପବିତ୍ର ବାଇବଲ (CL) NT (BSI)28 “ଡ଼ିମିରି ଗଛରୁ ଶିକ୍ଷା ଗ୍ରହଣ କର। ଯେତେବେଳେ ତା’ର କୋମଳ ଶାଖାପ୍ରାଶାଖାରୁ ନୂଆ ପତ୍ର ବାହାରେ, ଗ୍ରୀଷ୍ମଋତୁ ଆସନ୍ନ ବୋଲି ତୁମ୍ଭେମାନେ ଜାଣିପାର। Gade chapit laପବିତ୍ର ବାଇବଲ28 “ଡିମ୍ବିରିଗଛ ଆମ୍ଭକୁ ଗୋଟିଏ ଶିକ୍ଷା ଦିଏ। ଯେତେବେଳେ ଡିମ୍ବିରିଗଛର ଡାଳଗୁଡ଼ିକ ଶାଗୁଆ ଓ ନରମ ପଡ଼ିଯାଏ ଏବଂ ନୂଆ ପତ୍ର କଅଁଳିବାକୁ ଆରମ୍ଭ କରେ, ସେତେବେଳେ ତୁମ୍ଭେମାନେ ଜାଣି ପାର ଯେ ଗ୍ରୀଷ୍ମଋତୁ ପାଖେଇ ଗଲାଣି। Gade chapit la |