ମାର୍କ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ, Gade chapit laପବିତ୍ର ବାଇବଲ (Re-edited) - (BSI)3 ପରେ ସେ ଜୀତ ପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ, Gade chapit laଓଡିଆ ବାଇବେଲ3 ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ, Gade chapit laପବିତ୍ର ବାଇବଲ (CL) NT (BSI)3 ଦିନେ ଯୀଶୁ ମନ୍ଦିର ସମ୍ମୁଖସ୍ଥ ଜୀତ ପର୍ବତ ଉପରେ ବସିଥିଲେ। ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ଏକାନ୍ତରେ ତାଙ୍କ ନିକଟକୁ ଆସି ପଚାରିଲେ, Gade chapit laପବିତ୍ର ବାଇବଲ3 ପରେ ଯୀଶୁ ମନ୍ଦିର ସାମନାରେ ଥିବା ଜୀତପର୍ବତ ଉପରେ ବସିଥିଲେ। ତାହାଙ୍କ ସହିତ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ଥିଲେ। ସେମାନେ ଯୀଶୁଙ୍କୁ ବ୍ୟକ୍ତିଗତଭାବେ ପଗ୍ଭରିଲେ, Gade chapit la |