ମାର୍କ 13:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)31 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ ଲୋପ ପାଇବ ନାହିଁ। Gade chapit laଓଡିଆ ବାଇବେଲ31 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)31 ସ୍ୱର୍ଗ ଓ ପୃଥିବୀର ବିଲୋପ ହେବ, କିନ୍ତୁ ମୋ’ କଥା କେବେ ଲୋପ ପାଇବ ନାହିଁ। Gade chapit laପବିତ୍ର ବାଇବଲ31 ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋ’ କହିଥିବା ବାକ୍ୟ କେବେ ହେଲେ ନଷ୍ଟ ହେବ ନାହିଁ। Gade chapit la |