ମାର୍କ 13:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)36 ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ କି ଅଧରାତିରେ କି କୁକୁଡ଼ା ଡାକିବା ସମୟରେ କି ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ। Gade chapit laଓଡିଆ ବାଇବେଲ36 ଏଥି ନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)36 ସେ ଯଦି ହଠାତ୍ ଆସି ପହଞ୍ଚନ୍ତି, ତୁମକୁ ନିଦ୍ରିତାବସ୍ଥାରେ ସେ ନ ଦେଖନ୍ତୁ। Gade chapit laପବିତ୍ର ବାଇବଲ36 ସେ ଖୁବ୍ ଶୀଘ୍ର ମଧ୍ୟ ଆସି ଯାଇ ପାରନ୍ତି। ତୁମ୍ଭେ ଯଦି ସର୍ବଦା ପ୍ରସ୍ତୁତ ଥିବ, ତେବେ ସେ ତୁମ୍ଭକୁ କଦାପି ଶୋଇଥିବା ଅବସ୍ଥାରେ ଦେଖି ପାରିବେ ନାହିଁ। Gade chapit la |