Biblia Todo Logo
Bib sou entènèt

- Piblisite -




ମାର୍କ 13:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଯେଉଁ ସମୟରେ ଏହି ସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କହନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 “ଏସବୁ କେବେ ଘଟିବ, ଆମକୁ କୁହନ୍ତୁ। କଅଣ ଦେଖି ଏସବୁ ପାଖ ହୋଇ ଆସିଲାଣି ବୋଲି ଆମେ ଜାଣିବୁ?”

Gade chapit la Kopi

ପବିତ୍ର ବାଇବଲ

4 “ଏ ସବୁ କେବେ ଘଟିବ, ଆମ୍ଭକୁ କୁହ? ଏ ସବୁ ଘଟିବା ସମୟ ହୋଇଗଲା ବୋଲି, କ’ଣ କ’ଣ ଚିହ୍ନମାନ ଦେଖାଯିବ?”

Gade chapit la Kopi




ମାର୍କ 13:4
8 Referans Kwoze  

ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ।


ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କଅଣ?


ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?”


ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, “ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ?”


ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,


ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।


Swiv nou:

Piblisite


Piblisite