Biblia Todo Logo
Bib sou entènèt

- Piblisite -




ମାର୍କ 14:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ଵେଷଣ କରିବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

11 ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ । ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସେମାନେ ତା’ କଥାରେ ଖୁସି ହେଲେ ଏବଂ ତାକୁ ସେଥିପାଇଁ କିଛି ଟଙ୍କା ଦେବାକୁ ଚୁକ୍ତି କଲେ। ସେହି ସମୟରୁ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ପାଇଁ ଯିହୁଦା ସୁଯୋଗ ଖୋଜିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ

11 ପ୍ରଧାନଯାଜକମାନେ ଯିହୂଦାର ଏ କଥାରେ ବହୁତ ଖୁସୀ ହେଲେ। ଏହି କାମ କରି ଦେଲେ ସେମାନେ ଯିହୂଦାକୁ ଟଙ୍କା ଦେବେ ବୋଲି କଥା ଦେଲେ। ତେଣୁ ଯିହୂଦା ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।

Gade chapit la Kopi




ମାର୍କ 14:11
14 Referans Kwoze  

କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।


ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ।


ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।


ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?


ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରି କରିଅଛ।


ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା,


ସେଥିରେ ବାର ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଜଣେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା।


ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?


ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଇଷ୍କାରିୟୋତୀୟ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା;


Swiv nou:

Piblisite


Piblisite