ମାର୍କ 14:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।” Gade chapit laପବିତ୍ର ବାଇବଲ (Re-edited) - (BSI)22 ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୋଟୀ ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ନିଅ, ଏହା ମୋହର ଶରୀର। Gade chapit laଓଡିଆ ବାଇବେଲ22 ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ନିଅ, ଏହା ମୋହର ଶରୀର । Gade chapit laପବିତ୍ର ବାଇବଲ (CL) NT (BSI)22 ସେମାନେ ଭୋଜନ କରିବା ସମୟରେ ଯୀଶୁ ଖଣ୍ଡିଏ ରୋଟୀ ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଏବଂ ତାକୁ ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଖାଅ - ଏହା ମୋର ଶରୀର।” Gade chapit laପବିତ୍ର ବାଇବଲ22 ସେମାନେ ଖାଇବା ସମୟରେ ଯୀଶୁ କିଛି ରୋଟୀ ନେଲେ। ସେ ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀ ଛିଣ୍ଡେଇ ଶିଷ୍ୟମାନଙ୍କୁ ଦେଇ କହିଲେ, “ଏହି ରୋଟୀ ନିଅ। ଏହା ମୋର ଦେହ।” Gade chapit la |