Biblia Todo Logo
Bib sou entènèt

- Piblisite -




ମାର୍କ 14:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ଵରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

25 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ୱରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ତୁମ୍ଭମାନଙ୍କୁ କହି ରଖୁଛି, ଈଶ୍ୱରଙ୍କ ରାଜ୍ୟରେ ନୂତନ ଦ୍ରାକ୍ଷାରସ ପାନ କରିବା ପର୍ଯ୍ୟନ୍ତ ମୁଁ ଆଉ କେବେ ଦ୍ରାକ୍ଷାରସ ପାନ କରିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

25 ମୁଁ ତୁମ୍ଭକୁ ସତ୍ୟ କହୁଛି। ମୁଁ ଯେପର୍ଯ୍ୟନ୍ତ ପରମେଶ୍ୱରଙ୍କ ରାଜ୍ୟରେ ନୂଆ ଦ୍ରାକ୍ଷାରସ ପାନ ନ କରିଛି, ସେହି ଦିନ ପର୍ଯ୍ୟନ୍ତ ଆଉ ଦ୍ରାକ୍ଷାରସ ପିଇବି ନାହିଁ।”

Gade chapit la Kopi




ମାର୍କ 14:25
9 Referans Kwoze  

କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।”


ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।


ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।


ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ।


ପୁଣି, ସେମାନେ ସ୍ତବଗାନ କଲା ଉତ୍ତାରେ ଜୀତପର୍ବତକୁ ବାହାରିଗଲେ।


Swiv nou:

Piblisite


Piblisite