ମାର୍କ 14:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି, ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)53 ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ। Gade chapit laଓଡିଆ ବାଇବେଲ53 ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି, ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)53 ତା’ପରେ ସେମାନେ ଯୀଶୁଙ୍କୁ ପ୍ରଧାନ ପୁରୋହିତଙ୍କ ଗୃହକୁ ନେଇଗଲେ। ସେଠାରେ ମୁଖ୍ୟ ପୁରୋହିତମାନେ, ଧର୍ମନେତା ଓ ଧର୍ମଗୁରୁମାନେ ଏକତ୍ର ହୋଇଥିଲେ। Gade chapit laପବିତ୍ର ବାଇବଲ53 ସେହି ଲୋକମାନେ ଯୀଶୁଙ୍କୁ ମହାଯାଜକଙ୍କ ପାଖକୁ ନେଇଗଲେ। ସମସ୍ତ ପ୍ରଧାନଯାଜକ, ପ୍ରାଚୀନ ନେତାଗଣ ଓ ଧର୍ମଶାସ୍ତ୍ରୀମାନେ ଏକତ୍ରିତ ହେଲେ। Gade chapit la |