Biblia Todo Logo
Bib sou entènèt

- Piblisite -




ମାର୍କ 14:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରିପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରି ପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।

Gade chapit la Kopi

ଓଡିଆ ବାଇବେଲ

7 କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରି ପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଗରିବ ଲୋକମାନଙ୍କୁ ତୁମେ ସବୁବେଳେ ପାଇବ। କିନ୍ତୁ ମୋତେ ସବୁବେଳେ ପାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 କାରଣ ଗରିବମାନେ ତ ସବୁବେଳେ ତୁମ୍ଭ ପାଖରେ ରହିବେ। ତୁମ୍ଭେ ଯେତେବେଳେ ଗ୍ଭହିଁବ, ସେମାନଙ୍କୁ ସାହାଯ୍ୟ କରି ପାରିବ। କିନ୍ତୁ ତୁମ୍ଭେମାନେ ମୋତେ ସଦାବେଳେ ପାଇବ ନାହିଁ।

Gade chapit la Kopi




ମାର୍କ 14:7
14 Referans Kwoze  

କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, “ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।


ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି।


କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି।


ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ।


ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି।


ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।”


“କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ।


ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।


କିନ୍ତୁ ଯୀଶୁ କହିଲେ, “ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋ ପ୍ରତି ଉତ୍ତମ କର୍ମ କରିଅଛି।


Swiv nou:

Piblisite


Piblisite