Biblia Todo Logo
Bib sou entènèt

- Piblisite -




ମାର୍କ 15:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେମାନେ ପୁଣି ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।

Gade chapit la Kopi

ଓଡିଆ ବାଇବେଲ

13 ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଲୋକମାନେ ଚିକ୍ରାର କରି କହିଲେ, “ତାକୁ କ୍ରୁଶରେ ଚଢ଼ାନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

13 ଲୋକମାନେ ପାଟି କରି କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଅ।”

Gade chapit la Kopi




ମାର୍କ 15:13
4 Referans Kwoze  

କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା?


ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।


ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ।


କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ।


Swiv nou:

Piblisite


Piblisite