Biblia Todo Logo
Bib sou entènèt

- Piblisite -




ମାର୍କ 15:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

18 ଆଉ, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତା’ପରେ ସେମାନେ ଯୀଶୁଙ୍କୁ ନମସ୍କାର କରି କହିଲେ, “ଇହୁଦୀମାନଙ୍କର ରାଜା ଚିରଞ୍ଜୀବୀ ହୁଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

18 ତା'ପରେ ସେମାନେ ତାହାଙ୍କୁ ସ୍ୱାଗତ କରି ଥଟ୍ଟାରେ କହିଲେ, ହେ ଯିହୂଦୀମାନଙ୍କର ରାଜା, କହି ପ୍ରଣାମ କଲେ।

Gade chapit la Kopi




ମାର୍କ 15:18
11 Referans Kwoze  

ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”


ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”


ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”


ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାନୁ ପାତି ଏହା କହି ତାହାଙ୍କୁ ପରିହାସ କଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର।


ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;


ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ।


ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।


Swiv nou:

Piblisite


Piblisite