ମାର୍କ 15:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ତରେ ମାଇଲେ ଓ ତାହାଙ୍କ ଉପରେ ଛେପ ପକାଇଲେ, ଆଉ ଆଣ୍ଠୁ ମାଡ଼ି ତାହାଙ୍କୁ ପ୍ରଣାମ କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ19 ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)19 ସେମାନେ ତାଙ୍କ ମୁଣ୍ଡକୁ ବାଡ଼ିରେ ବାଡ଼େଇଲେ, ତାଙ୍କ ଉପରେ ଛେପ ପକାଇଲେ ଏବଂ ଆଣ୍ଠୋଇ ପଡ଼ି ତାଙ୍କୁ ପ୍ରଣାମ କଲେ। Gade chapit laପବିତ୍ର ବାଇବଲ19 ସୈନ୍ୟମାନେ ଯୀଶୁଙ୍କ ମୁଣ୍ଡରେ ବାରମ୍ବାର ବେତରେ ଆଘାତ କଲେ। ତାହାଙ୍କ ଉପରେ ଛେପ ପକାଇଲେ। ଆଣ୍ଠୁମାଡ଼ି ବସି ତାହାଙ୍କୁ ପ୍ରଣାମ କଲେ। Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”