Biblia Todo Logo
Bib sou entènèt

- Piblisite -




ମାର୍କ 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀ-ମାନଙ୍କର ରାଜା? ସେ ତାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

2 ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ପିଲାତ ଯୀଶୁଙ୍କୁ ପଚାରିଲେ, “ତୁମେ କଅଣ ଇହୁଦୀମାନଙ୍କର ରାଜା?”

Gade chapit la Kopi

ପବିତ୍ର ବାଇବଲ

2 ପୀଲାତ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ତାହା ସତ୍ୟ।”

Gade chapit la Kopi




ମାର୍କ 15:2
11 Referans Kwoze  

“ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”


ସମସ୍ତଙ୍କ ଜୀବନଦାତା ଈଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତିୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,


ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।


ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।


କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା?


ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା?


ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ।


Swiv nou:

Piblisite


Piblisite