Biblia Todo Logo
Bib sou entènèt

- Piblisite -




ମାର୍କ 15:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେତେବେଳେ ଆଲେକ୍‌ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେତେବେଳେ ଆଲେକ୍ଜାଣ୍ତର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀ-ଗ୍ରାମରୁଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାଙ୍କୁ ତାହାଙ୍କର କ୍ରୁଶ ବହିବା ପାଇଁ ବାଧ୍ୟ କଲେ।

Gade chapit la Kopi

ଓଡିଆ ବାଇବେଲ

21 ସେତେବେଳେ ଆଲେକ୍‌ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ବାଟରେ ସେମାନେ ଶିମୋନ ନାମକ ଜଣେ ଲୋକଙ୍କୁ ଭେଟିଲେ। ସେ ଗ୍ରାମରୁ ସହରକୁ ଆସୁଥିଲା। ଯୀଶୁଙ୍କୁ କ୍ରୁଶ ବହନ କରିବା ପାଇଁ ସୈନ୍ୟମାନେ ତାକୁ ବାଧ୍ୟ କଲେ (ଏହି ଶିମୋନ କୁରିଣିର ଲୋକ ଥିଲା। ତାହାର ଦୁଇ ପୁତ୍ର ଥିଲେ - ଆଲେକ୍ଜାଣ୍ଡାର ଓ ରୁଫସ)

Gade chapit la Kopi

ପବିତ୍ର ବାଇବଲ

21 ସେତେବେଳେ ଜଣେ କୂରୀଣୀୟ ବାସିନ୍ଦା ଶିମୋନ ପଲ୍ଲୀଗ୍ରାମରୁ ଆସି ସେ ବାଟେ ଯାଉଥିଲା। ସେ ଆଲେ‌କ୍‌ଜାଣ୍ଡାର ଓ ରୂଫଙ୍କ ପିତା ଥିଲା। ସୈନ୍ୟମାନେ ଯୀଶୁଙ୍କ ପାଇଁ କ୍ରୁଶ ବୋହି ନେବାକୁ ତାକୁ ବାଧ୍ୟ କଲେ।

Gade chapit la Kopi




ମାର୍କ 15:21
12 Referans Kwoze  

ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ।


ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବୋହିବା ପାଇଁ ତାହାଙ୍କୁ ବାଧ୍ୟ କଲେ।


ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋହର ମାତା ସ୍ୱରୂପ।


ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍‍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।


କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।


କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୁଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଏସିଆ ଅଞ୍ଚଳଗୁଡ଼ିକରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,


ଫ୍ରୁଗିଆ ଓ ପଂଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୁଦୀ ଓ ଯିହୁଦୀ ଧର୍ମାବଲମ୍ବୀ ପ୍ରବାସୀ,


ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।


ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ।


ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍‌ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ।


ପୁଣି, ଯେ କେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ।


Swiv nou:

Piblisite


Piblisite