Biblia Todo Logo
Bib sou entènèt

- Piblisite -




ମାର୍କ 15:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ଵରେ ଜଣେ ଓ ବାମ ପାର୍ଶ୍ଵରେ ଜଣେ, ଏହିପରି ଦୁଇଜଣ ଡକାଇତଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।

Gade chapit la Kopi

ଓଡିଆ ବାଇବେଲ

27 ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ସେମାନେ ସେ ଦିନ ଦୁଇଜଣ ଦସ୍ୟୁଙ୍କୁ ମଧ୍ୟ କ୍ରୁଶରେ ଚଢ଼ାଇଲେ - ଜଣଙ୍କୁ ଯୀଶୁଙ୍କ ବାମ ପାଶ୍ୱର୍ରେ ଓ ଆଉ ଜଣକୁ ତାଙ୍କ ଦକ୍ଷିଣ ପାଶ୍ୱର୍ରେ କ୍ରୁଶବିଦ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ

27 ଯୀଶୁଙ୍କ ସହିତ ଆଉ ଦୁଇଜଣ ଡକାୟତଙ୍କୁ ମଧ୍ୟ ସେମାନେ କ୍ରୁଶ ବିଦ୍ଧ କଲେ। ଜଣକୁ ତାହାଙ୍କର ଡାହାଣ ପଟେ ଓ ଆଉ ଜଣକୁ ବାମ ପଟେ କ୍ରୁଶ ବିଦ୍ଧ କରାଗଲା।

Gade chapit la Kopi




ମାର୍କ 15:27
6 Referans Kwoze  

ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ।


ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଅନ୍ୟ ଦୁଇ କ୍ରୁଶରେ ଚଢ଼ାଇଲେ, ଦୁଇ ପାର୍ଶ୍ୱରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ।


ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।


[ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ।]


ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।


Swiv nou:

Piblisite


Piblisite