Biblia Todo Logo
Bib sou entènèt

- Piblisite -




ମାର୍କ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ପ୍ରଧାନ ଯାଜକମାନେ ତାହାଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

3 ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ଉତ୍ତର ଦେଲେ, “ଆପଣ ତ ତାହା କହୁଛନ୍ତି।” ମୁଖ୍ୟ ପୁରୋହିତମାନେ ଯୀଶୁଙ୍କ ବିରୁଦ୍ଧରେ ବିଭିନ୍ନ ଅଭିଯୋଗ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

3 ପ୍ରଧାନଯାଜକମାନେ ଅନେକ ବିଷୟରେ ଯୀଶୁଙ୍କୁ ଅଭିଯୁକ୍ତ କଲେ।

Gade chapit la Kopi




ମାର୍କ 15:3
11 Referans Kwoze  

ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।


ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ।


କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ।


ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ।


ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”


ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି।


ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ।


Swiv nou:

Piblisite


Piblisite