Biblia Todo Logo
Bib sou entènèt

- Piblisite -




ମାର୍କ 15:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍‍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ବେଳ ଗଡ଼ିଆସନ୍ତେ, ସେହି ଦିନ ଆୟୋଜନ ଦିନ, ଅର୍ଥାତ୍, ବିଶ୍ରାମବାରର ପୂର୍ବ ଦିନ ଥିବାରୁ,

Gade chapit la Kopi

ଓଡିଆ ବାଇବେଲ

42 ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ସେଦିନ ସନ୍ଧ୍ୟାବେଳେ ଆରମାଥିଆର ଯୋସେଫ ଆସି ପହଞ୍ôଚଲେ। ସେ ମହାସଭାର ଜଣେ ସମ୍ମାନାସ୍ପଦ ସଦସ୍ୟ ଥିଲେ ଏବଂ ଈଶ୍ୱରଙ୍କ ରାଜ୍ୟର ଆଗମନକୁ ଅପେକ୍ଷା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

42 ସନ୍ଧ୍ୟା ହୋଇଯାଇଥିଲା। ଏହି ଦିନଟି ଆୟୋଜନ ଦିବସ (ବିଶ୍ରାମ ଦିବସର ପୂର୍ବ ଦିନ) ଥିଲା।

Gade chapit la Kopi




ମାର୍କ 15:42
5 Referans Kwoze  

ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାର ଦିନରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ।


ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ।


Swiv nou:

Piblisite


Piblisite