Biblia Todo Logo
Bib sou entènèt

- Piblisite -




ମାର୍କ 15:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍‌ଦଲୀନୀ ମରୀୟମ ଓ ଯୋସିଙ୍କ ମାତା ମରୀୟମ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍ଦଲୀନୀ ମରୀୟମ ଓ ଯୋସିଙ୍କ ମାତା ମରୀୟମ ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

47 ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍‌ଦଲୀନୀ ମରିୟମ ଓ ଯୋସିଙ୍କ ମାତା ମରିୟମ ଦେଖିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ମଗଦଲିନୀ ମରିୟମ ଓ ଯୋଶୀଙ୍କ ମାତା ମରିୟମ ସେଠାରେ ଉପସ୍ଥିତ ରହି ଯୀଶୁଙ୍କ ଶରୀର କେଉଁଠି ରଖାଗଲା, ଦେଖିଥିଲେ।

Gade chapit la Kopi

ପବିତ୍ର ବାଇବଲ

47 ମ‌ଗ୍‌ଦଲୀନୀ ମରିୟମ ଓ ଯୋସିଙ୍କ ମା ଯୀଶୁଙ୍କୁ ଯେଉଁଠାରେ ରଖାଗଲା, ସେହି ସ୍ଥାନଟି ଦେଖିଲେ।

Gade chapit la Kopi




ମାର୍କ 15:47
8 Referans Kwoze  

କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ;


ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍‌ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି।


ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,


ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍‌ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ।


ମଗ୍‌ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ।


ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ଯାକୁବ ଓ ଯୋଷେଫଙ୍କ ମାତା ମରୀୟମ, ପୁଣି, ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ।


ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ।


Swiv nou:

Piblisite


Piblisite