Biblia Todo Logo
Bib sou entènèt

- Piblisite -




ମାର୍କ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

6 ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ପ୍ରତି ବର୍ଷ ନିସ୍ତାର ପର୍ବ ସମୟରେ ଲୋକମାନଙ୍କ ଦାବୀ ଅନୁଯାୟୀ ପିଲାତ ଗୋଟିଏ ବନ୍ଦୀକୁ ମୁକ୍ତ କରି ଦେଉଥିଲେ।

Gade chapit la Kopi

ପବିତ୍ର ବାଇବଲ

6 ପ୍ରତିବର୍ଷ ପରମ୍ପରାକ୍ରମେ ନିସ୍ତାରପର୍ବ ସମୟରେ ଶାସନକର୍ତ୍ତା ଜଣେ ବନ୍ଦୀକୁ ବନ୍ଦୀଶାଳାରୁ ମୁକ୍ତ କରିଥା’ନ୍ତି। ଯେଉଁ ବନ୍ଦୀକୁ ମୁକ୍ତ କରିବା ପାଇଁ ଲୋକମାନେ ଗ୍ଭହାନ୍ତି, କେବଳ ସେହି ବନ୍ଦୀକୁ ଶାସନକର୍ତ୍ତା ମୁକ୍ତି ଦେଇଥା’ନ୍ତି।

Gade chapit la Kopi




ମାର୍କ 15:6
10 Referans Kwoze  

କିନ୍ତୁ ଫେଷ୍ଟସ୍ ଯିହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମ ସହରକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହିସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ?


କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକ୍ସ୍‌ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ।


କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।


“ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।”


ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ।


ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା।


କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ। ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ।


Swiv nou:

Piblisite


Piblisite