Biblia Todo Logo
Bib sou entènèt

- Piblisite -




ମାର୍କ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା।

Gade chapit la Kopi

ଓଡିଆ ବାଇବେଲ

7 ଯେଉଁ ବିପ୍ଳବୀମାନେ ବିପ୍ଲବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ସେତେବେଳେ ହିଂସାକାଣ୍ଡ ଓ ନରହତ୍ୟା ଅପରାଧରେ ଅଭିଯୁକ୍ତ କେତେକ ବିଦ୍ରୋହୀଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ କାରାଦଣ୍ଡ ଭୋଗ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ

7 ସେହି ସମୟରେ ବନ୍ଦୀଶାଳାରେ ବାର‌ବ୍‌ବା ନାମରେ ଏକ ବ୍ୟକ୍ତି ବିଦ୍ରୋହୀମାନଙ୍କ ସହିତ ବନ୍ଦୀ ଥିଲା। ଏହି ବିଦ୍ରୋହୀମାନେ ଗୋଟିଏ ବିଦ୍ରୋହ ସମୟରେ ନରହତ୍ୟା ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିଲେ।

Gade chapit la Kopi




ମାର୍କ 15:7
5 Referans Kwoze  

କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ।


ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା।


ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ।


ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ।


Swiv nou:

Piblisite


Piblisite