Biblia Todo Logo
Bib sou entènèt

- Piblisite -




ମାର୍କ 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେ ଯେ ଜୀବିତ ଅଟନ୍ତି ଓ ତାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ଵାସ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଯୀଶୁ ଜୀବିତ ହୋଇଛନ୍ତି ଓ ସେ ତାଙ୍କୁ ଦେଖିଛନ୍ତି, ଏକଥା ମରିୟମ କହିବାରୁ ସେମାନେ ତାଙ୍କ କଥାକୁ ବିଶ୍ୱାସ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ମରିୟମ ସେମାନଙ୍କୁ କହିଲେ ଯେ, ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ୟମାନେ ସେମାନଙ୍କ କଥାରେ ବିଶ୍ୱାସ କଲେ ନାହିଁ।

Gade chapit la Kopi




ମାର୍କ 16:11
9 Referans Kwoze  

ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।


ଯଦି ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ, ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ।


ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।


ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ।


ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ ଖାଦ୍ୟ ଅଛି?”


ଅତଏବ, ଅନ୍ୟ ଶିଷ୍ୟମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହିସବୁ ସ୍ଥାନରେ ମୋହର ଅଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ।


Swiv nou:

Piblisite


Piblisite