Biblia Todo Logo
Bib sou entènèt

- Piblisite -




ମାର୍କ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକି କହିଲେ,

Gade chapit la Kopi

ଓଡିଆ ବାଇବେଲ

10 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 “ପୃଥିବୀରେ ପାପ କ୍ଷମା କରିବା ପାଇଁ ମନୁଷ୍ୟପୁତ୍ରଙ୍କର ଅଧିକାର ଅଛି, ଏହା ତୁମ୍ଭେମାନେ ବର୍ତ୍ତମାନ ଜାଣି ପାରିବ।”

Gade chapit la Kopi

ପବିତ୍ର ବାଇବଲ

10 କିନ୍ତୁ, ମୁଁ ତୁମ୍ଭ ଆଗରେ ପ୍ରମାଣିତ କରିଦେବି ଯେ, ଏହି ପୃଥିବୀରେ ମନୁଷ୍ୟପୁତ୍ରଙ୍କର ପାପଗୁଡ଼ିକୁ କ୍ଷମା କରିବା ଶକ୍ତି ଅଛି।” ତା'ପରେ ଯୀଶୁ ପକ୍ଷାଘାତ ଲୋକଟିକୁ କହିଲେ,

Gade chapit la Kopi




ମାର୍କ 2:10
8 Referans Kwoze  

ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?”


ପୁଣି, ସେ ଯେପରି ଇସ୍ରାଏଲକୁ ମନ-ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂପେ ଉନ୍ନତ କରିଅଛନ୍ତି।


କଅଣ ସହଜ? ପକ୍ଷାଘାତ ରୋଗୀକୁ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା?


“ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।”


Swiv nou:

Piblisite


Piblisite