ମାର୍କ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ, ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ। Gade chapit laଓଡିଆ ବାଇବେଲ13 ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)13 ଯୀଶୁ ପୁଣି ଥରେ ହ୍ରଦ କୂଳକୁ ଗଲେ। ସେଠାରେ ଜନସମାଗମ ହେବାରୁ ଯୀଶୁ ସେମାନଙ୍କୁ ଶିକ୍ଷା ଦେଲେ। Gade chapit laପବିତ୍ର ବାଇବଲ13 ପୁଣି ଥରେ ଯୀଶୁ ହ୍ରଦ ପାଖଦେଇ ଗଲେ। ଅନେକ ଲୋକ ତା'ଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଶିକ୍ଷା ଦେଲେ। Gade chapit la |