Biblia Todo Logo
Bib sou entènèt

- Piblisite -




ମାର୍କ 2:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, “ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?

Gade chapit la Kopi

ଓଡିଆ ବାଇବେଲ

25 ଏମାନେ କାହିଁକି ତାହା କରୁଅଛନ୍ତି ?" ସେ ସେମାନଙ୍କୁ କହିଲେ, "ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କ'ଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଯୀଶୁ ଉତ୍ତର ଦେଲେ, “ଯେତେବେଳେ ଦାଉଦଙ୍କର ଖାଦ୍ୟ ଆବଶ୍ୟକ ହେଲା, ସେ କଅଣ କରିଥିଲେ, ସେ କଥା ତୁମ୍ଭେମାନେ କେବେ ପାଠ କରି ନାହଁ?

Gade chapit la Kopi

ପବିତ୍ର ବାଇବଲ

25 ଯୀଶୁ କହିଲେ, “ତୁମ୍ଭେମାନେ ଦାଉଦଙ୍କ ବିଷୟରେ ପଢ଼ିଛ ଯେ, ସେ ଓ ତାହାଙ୍କ ସହିତ ଥିବା ଲୋକେ ଭୋକରେ ଥିଲାବେଳେ ଓ ଆହାରର ଆବଶ୍ୟକ ଥିଲାବେଳେ କ’ଣ କରିଥିଲେ?

Gade chapit la Kopi




ମାର୍କ 2:25
11 Referans Kwoze  

ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ କଅଣ ଲେଖାଅଛି? ତୁମ୍ଭେ କିପରି ପାଠ କରୁଅଛ?”


ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ବର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର?


ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା;


ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ବର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ?


ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’


ପୁଣି, ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, “ହଁ, ‘ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ,’ ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?”


ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,”


ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।


ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ,


ଅବିୟାଥର ମହାଯାଜକଙ୍କ ସମୟରେ ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଭୋଜନ କରିଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।”


Swiv nou:

Piblisite


Piblisite