Biblia Todo Logo
Bib sou entènèt

- Piblisite -




ମାର୍କ 2:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତେଣୁ ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ ଅଟନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତେଣୁ ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

28 ତେଣୁ ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଏପରିକି ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ।”

Gade chapit la Kopi

ପବିତ୍ର ବାଇବଲ

28 ଏଣୁ ମନୁଷ୍ୟପୁତ୍ର ପ୍ରତ୍ୟେକ ଦିନର ମାଲିକ, ଏପରିକି ବିଶ୍ରାମ ଦିନର ମଧ୍ୟ।”

Gade chapit la Kopi




ମାର୍କ 2:28
13 Referans Kwoze  

କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,


ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;


ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର।


ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।”


ଆଉ, ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”


ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ବରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ। ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟକର୍ମସବୁ କରିପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା।


ପୁଣି, ଯୀଶୁ ସେମାନଙ୍କୁ କହିଲେ, “ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ।


ଆଉ ସେ ସେମାନଙ୍କୁ କହିଲେ, “ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ।


ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା।


Swiv nou:

Piblisite


Piblisite